କୋଭିଡ୍- 19ରାଜ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ହଜାରରୁ ଅଧିକ କରୋନା ଟେଷ୍ଟ

ଭୁବନେଶ୍ୱର : ରାଜ୍ୟରେ କରୋନାର ନୁଆ ମାମଲା ଲଗାତର ଭାବରେ ବଢିଚାଲିଛି । କରୋନା ଟେଷ୍ଟ କରିବା ପ୍ରକ୍ରିୟା ମଧ୍ୟ ପ୍ରତିଦିନ ଜାରି ରହିଛି । ଗତ ୨୪ ଘଂଟାରେ ପୁରା ରାଜ୍ୟରେ ସମୁଦାୟ ୪ ହଜାର ୭୫୧ ଜଣଙ୍କର କରୋନା ଟେଷ୍ଟ କରାଯାଇଅଛି ।

ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ଟ୍ୱିଟର ସୂଚନା ଅନୁସାରେ ଶୁକ୍ରବାର ସକାଳ ସୁଦ୍ଧା ସମୁଦାୟ କରୋନା ଟେଷ୍ଟ ୩ କୋଟି ୫୦ ଲକ୍ଷ ୯୭ ହଜାର ୫୦୯ ରେ ପହଂଚିଛି ।

Related Articles

Leave a Reply

Your email address will not be published.

Back to top button