ଅବିଭାଗିକୃତ
କୃଷ୍ଣଚନ୍ଦ୍ର ଗଜପତିଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ନିବାସ ପରିସରରେ ଥିବା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ ।