ଏକାମ୍ର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଙ୍ଗୁଆ ନଦୀର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ଏକାମ୍ର ବିଧାୟକ ବାବୁ ସିଂଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।
ଭୁବନେଶ୍ୱର ସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଜାତୀୟସ୍ତରୀୟ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ୍ ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନର ଶୁଭାରମ୍ଭ କରିଛନ୍ତି।