ଚିହ୍ନଟ ହୋଇଥିବା ତଳିଆ ଓ ଜଳବନ୍ଦୀପ୍ରବଣ ଅଞ୍ଚଳରେ ଆଗୁଆ ପ୍ରତିଷେଧମୂଳକ ବ୍ୟବସ୍ଥା ନେବା ସହ ସେସବୁ ସ୍ଥାନ ଉପରେ ନିରନ୍ତର ନଜର ରଖିବାକୁ କୁହାଯାଇଛି । ଆବଶ୍ୟକ ସମୟରେ ବ୍ୟବହାର ପାଇଁ MPCS ଓ ଅନ୍ୟାନ୍ୟ ଅସ୍ଥାୟୀ ଆଶ୍ରୟସ୍ଥଳୀଗୁଡ଼ିକୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି।