ମାଳିଗୁଡାରେ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ l ଟ୍ରେନ୍ ଚଳାଚଳକୁ ଶୀଘ୍ର ସ୍ୱାଭାବିକ କରିବା ପାଇଁ ସମସ୍ତ ପ୍ରକାରର ପ୍ରୟାସ ଜାରି ରଖିଛି।