ବାତ୍ୟା ଓ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗଜପତି ଓ ଗଞ୍ଜାମର ସ୍ଥିତି କଲେ ଅନୁଧ୍ୟାନ । ଉଦ୍ଧାର ଓ ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।
ବାଲେଶ୍ୱରରେ ୫ ଶିଶୁ ଓରାଙ୍ଗଉଟାନ ଉଦ୍ଧାର ଘଟଣାରେ ଉଦ୍ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅବୈଧ ଚାଲାଣ ନେଇ ତଦନ୍ତ ନିର୍ଦ୍ଦେଶ।