ଶ୍ରୀକ୍ଷେତ୍ର ପୁରୀ ସହ ଶାବର ଶ୍ରୀକ୍ଷେତ୍ର କୋରାପୁଟକୁ ସିଧାସଳଖ ଯୋଡ଼ିବା ପାଇଁ ପୁରୀ–କୋରାପୁଟ ଏକ୍ସପ୍ରେସର ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସବୁଜ ପତାକା ଦେଖାଇ ଟ୍ରେନ୍ର ଶୁଭାରମ୍ଭ କରିଛନ୍ତି ।