ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ବାଗଡ଼ିଆ ଅଞ୍ଚଳରେ ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କଠାରୁ ୮ ଲକ୍ଷ ୫୦ ହଜାର ଟଙ୍କା ଠକେଇ ଘଟଣାର ପର୍ଦ୍ଦାଫାସ କରିଛି ଛେଣ୍ଡିପଦା ପୋଲିସ। ମାମଲାରେ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ମୁଖ୍ୟ ଅଭିଯୁକ୍ତ ମହିଳା ଫେରାର ।